
ରାଜ୍ୟ କ୍ୟାବିନେଟ୍ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ…
ଆଦର୍ଶ ବିଦ୍ୟାଳୟର ମାସିକ ରେଣ୍ଟକୁ ସରକାର ମୁକ୍ତ କରିଛନ୍ତି। ଆଉ ଛାତ୍ରଛାତ୍ରୀଙ୍କୁ ଦେୟ ଦେବାକୁ ହେବନାହିଁ। ଏଥିପାଇଁ ୫ ବର୍ଷରେ ୩୫୦ କୋଟି ଟଙ୍କା ଖର୍ଚ୍ଚ ହେବ। ଛାତ୍ରଛାତ୍ରୀ ପୂର୍ବରୁ ମାସିକ ୨ ହଜାର ଟଙ୍କା ରେଣ୍ଟ୍ ଦେଉଥିଲେ।

Leave a Reply